ଷ୍ଟେସନ ଅଞ୍ଚଳରେ ଅବକାରୀ ବିଭାଗର ଅଚାନକ ଚଢ଼ାଉ, ଗଞ୍ଜେଇ ଜବତ

15343

ବାଣପୁର :ବାଲୁଗାଁ ରେଳ ଷ୍ଟେସନ ଅଞ୍ଚଳରେ ଅବକାରୀ ବିଭାଗ ଅଚାନକ ଚଢ଼ାଉ କରି ଗଞ୍ଜେଇ ଜବତ କରିଛି। ଆଇଇ ଟାଙ୍ଗୀଙ୍କ ତତ୍ତ୍ୱାବଧାନରେ ଏବଂ ବାଲୁଗାଁ ରେଳ ଷ୍ଟେସନ ଆରପିଏଫ ଟିମ୍‌ର ସହଯୋଗରେ ଏହି ଚଢ଼ାଉ ହୋଇଥିଲା।
ପଶ୍ଚିମବଙ୍ଗର ଅଭିଯୁକ୍ତ ଅଭିଷେକ କୁମାର ସିଂହଙ୍କ ଠାରୁ ୨୦.୫୦୦ କେଜି ଗଞ୍ଜେଇ ଜବତ କରାଯାଇଛି। ଏ ...

  • 14475

     ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା ପାଇଁ କ୍ରମାଗତ ଭାବେ ଆତଙ୍କବାଦୀ କାର୍ଯ୍ୟକଳାପ ଚଳାଇଥିବା ବ୍ୟକ୍ତି ବା ଦେଶର ଯୁକ୍ତି ଗ୍ରହଣଯୋଗ୍ୟ ନୁହେଁ ବୋଲି ଭାରତର ବହିର୍ବ୍ୟାପାର ମ ...

  • 13685

    ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା ଏକ ବାର୍‌ରେ ଘଟିଛି। ୮ ଆକ୍ରମଣକାରୀ ଏକେ-୪୭ ରାଇଫଲ ଏବଂ ପିସ୍ତଲରୁ ଗୁଳି ଚଳାଇଥିଲେ ବୋଲି ପୋଲିସ କହିଛି। ରବିବାର ଭୋର ସମୟରେ କେପ୍‌ ଟାଉନ୍‌ ନିକ ...

  • 13784

    ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି। ଧର୍ମଘଟ ଆରମ୍ଭ ହେବାର ମାତ୍ର କିଛି ଘଣ୍ଟା ପୂର୍ବରୁ ୟୁନିଅନ୍ ଓ ବ୍ୟାଙ୍କ ଆସୋସିଏସନ୍ ମଧ୍ୟରେ ଆଲୋଚନା ପରେ ନିଆଯାଇଛି ଏହି ନିଷ୍ପତ୍ତି। ବ୍ୟାଙ୍କ କର୍ମଚାରୀ ସଂଗଠ ...

  • 15310

     ନୂଆଦିଲ୍ଲୀ:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମନ କି ବାତ୍ କାର୍ୟ୍ୟକ୍ରମରେ ପୁଣି ଥରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଇଛନ୍ତି। ୧୩୮ତମ ଏପିସୋଡରେ ପ୍ରଧାନମନ୍ତ୍ରୀ ପ୍ରଥମେ ସର୍ଜିକାଲ୍ ଷ୍ଟ୍ରାଇକ୍ ବିଷୟରେ ଉଲ୍ଲେଖ କରି କହିଥିଲେ ଯେ, ୧୦ ବର୍ଷ ପୂର୍ବେ, ୨୮-୨୯ ସେପ୍ଟେମ୍ବର ୨୦୧୬ରେ ଭ ...

  • 15570

    ୱାଶିଂଟନ: ପଶ୍ଚିମ ଏସିଆରେ ଉତ୍ତେଜନା ପୁନର୍ବାର ବୃଦ୍ଧି ପାଇବା ଆଶଙ୍କା ସୃଷ୍ଟି ହୋଇଛି। ୱାଲ୍ ଷ୍ଟ୍ରିଟ୍ ଜର୍ଣ୍ଣାଲ୍ ଅନୁଯାୟୀ, ଡୋନାଲ୍ଡ ଟ୍ରମ୍ପ ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଯଦି ଆମେରିକାର ସର୍ତ୍ତଗୁଡ଼ିକୁ ଗ୍ରହଣ କରେ, ତେବେ ସେ ସାତ ଦିନ ମଧ୍ୟରେ ହର୍ମୁଜ୍ ପ୍ରଣାଳୀ ଖୋ ...

  • 14498

    ଖପ୍ରାଖୋଲ ଥାନା ଘୁଚାପାଲି ଗ୍ରାମର ଜଣେ ଗାୟିକା ତଥା ଆଲବମ୍ ଅଭିନେତ୍ରୀ ଜସ୍ମିନ ମାଝୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ବିଳମ୍ବିତ ରାତିରେ ତାଙ୍କ ପରଲୋକ ହୋଇଛି । ଜସ୍ମିନ ଏକାଧାରରେ ଜଣେ ସଂକୀର୍ତ୍ତନ ଗାୟିକା ହେବା ସହ ଏକାଧିକ ଆଲବମରେ ନାୟିକା ଭାବରେ କାର୍ଯ୍ୟ କରିଥିଲେ । ହେ ...

  • 16086

    ବାଲେଶ୍ୱର ଜିଲ୍ଲା ଭୋଗରାଇ ଅଞ୍ଚଳର ରଣକୋଠା ସଂରକ୍ଷିତ ଜଙ୍ଗଲର ବଡ଼ପାହି ନିକଟରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ଉଦୟପୁର ବନବିଭାଗ ଟିମ୍ । ଠାବ ହୋଇଥିବା ଓରାଙ୍ଗଉଟାନଙ୍କ ବୟସ ପ୍ରାୟ ୧ରୁ ୨ ବର୍ଷ ମଧ୍ୟରେ ବୋଲି ସୂଚନା ମିଳିଛି । ଭାରତରେ ସ୍ୱାଭାବିକ ଭାବେ ଓରାଙ୍ଗଉଟାନ ଦେଖାଯାଆନ୍ତି ନାହିଁ । ମାଲେସିଆ, ସୁମାତ୍ରା ଓ ...

  • 16364

    ମୟୂରଭଞ୍ଜ ଖୁଣ୍ଟା ଥାନା ବଙ୍ଗଳା ଛକରେ ଥିବା ଏସ୍ବିଆଇ ଏଟିଏମ୍ ରୁ ଲୁଟ୍ ହୋଇଛି। ବୁଧବାର ବିଳମ୍ବିତ ରାତିରେ ଏଟିଏମ୍ ରୁ ନୂଆ ତରିକାରେ ଟଙ୍କା ନେଇ ଦୁର୍ବୃତ୍ତମାନେ ଚମ୍ପଟ ମାରିଛନ୍ତି। ସିସିଟିଭିରେ ଲାଲ ରଙ୍ଗ ସ୍ପ୍ରେ ମାରି ଏଟିଏମ୍ ଲୁଟ କରିଛନ୍ତି ଦୁର୍ବୃତ୍ତ। ଏପରିକି ଲୁଟ୍ ପରେ ସାଇରନ ବାଜିବା ଡରରେ ସାଇରନକୁ ମଧ୍ୟ ...

  • 16207

    କଣାସ ମୁଖ୍ୟରାସ୍ତା ୫ ଜଣ ଯୁବକ ଗୋଡ଼ାଇ ଗୋଡ଼ାଇ ଜଣଙ୍କୁ ପନିକିରେ ହାଣିଛନ୍ତି। ଡାହାଣ ହାତ ଓ ଡାହାଣ ଗୋଡ଼ ଆଣ୍ଠୁ ପାଖରୁ କଟିଯିବା ପରେ ତାଙ୍କ ଉପରେ ସ୍କୁଟି ଚଢ଼ାଇ ମୁହଁକୁ ଗୋଇଠା ମାରିଛନ୍ତି। ପରେ ବୁଲେଟ୍‌ ମୋଟରସାଇକଲ୍‌ରେ ତିନିଜଣ ବସି ତାଙ୍କ ଉପରେ ଚଢ଼ାଇ ମାରିଦେବାକୁ ଉଦ୍ୟମ କରିଛନ୍ତି। ପ୍ରାୟ ଅଧଘଣ ...

  • 16173

    ଉଦଳା ଥାନା ଜଗନ୍ନାଥୀ ଗ୍ରାମରେ ଲୁଗା ଦୋଳିରେ ଖେଳୁଥିବା ବେଳେ ବେକରେ ଫାଶ ପଡି ଚାଲିଗଲା ନାବାଳକର ଜୀବନ। ମୃତ ନାବାଳକ ଜଣକ ହେଲେ ସତ୍ୟ ମୁର୍ମୁ ।

    ଉଦଳା ଥାନା ଜଗନ୍ନାଥୀ ଗ୍ରାମର ଦୁର୍ଗା ମୁର୍ମୁଙ୍କ ସାନପୁଅ ସତ୍ୟ ମୁର୍ମୁ ଘର ବାଡ଼ିରେ ଆତ ଗଛରେ ଶାଢ଼ୀରେ ହୋଇଥିବା ଦୋଳିରେ ବସି ଝୁଲୁଥିଲା। ପୁଅ ଖେଳୁଥିବା ଦେଖ ...

  • 14886

    ସାରା ଦେଶରେ ପାଟଣା ବ୍ଲକ୍‌ର ଡିଆନାଳୀ ଗ୍ରାମ ଜିତୁ ମୁଣ୍ଡାର ଘଟଣା ଖବରର ଶିରୋନାମା ପାଲଟିଛି। ୩ ମାସ ତଳେ ପ୍ରାଣ ହରାଇଥିବା ଭଉଣୀର ମୃତଦେହକୁ ଖୋଳି ବାହାର କରି ବ୍ୟାଙ୍କରେ ପହଞ୍ଚିବା ଘଟଣା ସାରା ବିଶ୍ୱରେ ଆଲୋଡ଼ନ କରିଛି । ଏହି ଘଟଣାରେ ରବିବାର ପୁଣି ଥରେ ଜିତୁ ମୁଣ୍ଡାର ପରିବାର ଶୁଦ୍ଧି ହେବେ । 

ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ଚୋର

13596

ତାମିଲନାଡୁର ନାଗରକୋଇଲରେ ଜଣେ ମହିଳା ୟୁଟ୍ୟୁବରଙ୍କ ଘରୁ ୨୨୦ ସୋଭରେନ୍ ସୁନା ଗହଣା ଚୋରି ହୋଇଛି । ଏହାର ମୂଲ୍ୟ ଆନୁମାନିକ ୧ କୋଟି ଟଙ୍କା । ଅନ୍ତନା ନାଦର କୁଡିୟିରୁପ୍ପୁ ନିକଟସ୍ଥ ଭିଆଇପି ଗାର୍ଡେନ୍ ନିକଟରେ ଘଟଣା ଘଟିଛି । 

୨୯ ବର୍ଷୀୟା ମଧୁମିତା ଜଣେ ୟୁଟ୍ୟୁବର । ପ୍ରତିମାସରେ ୟୁଟ୍ୟୁବର ସୁନା ଗହଣା ...

15404

M3M ହୁରୁନ ଇଣ୍ଡିଆ ଧନୀ ତାଲିକା-୨୦୨୬ରେ ଦେଶର ସବୁଠୁ ଧନୀ ସେଲିବ୍ରିଟି ଭାବେ ଶୀର୍ଷ ସ୍ଥାନ ହାସଲ କରିଛନ୍ତି ବଲିଉଡ୍‌ର ବାଦ୍‌ଶାହ ଶାହରୁଖ ଖାନ୍‌। ତାଙ୍କ ମୋଟ ନେଟ୍ ସମ୍ପତ୍ତି ପ୍ରାୟ ୧୦ ହଜାର କୋଟି ଟଙ୍କା ବୋଲି ଆକଳନ କରାଯାଇଛି। 

ଏହି ତାଲିକାରେ ପ୍ରାୟ ୪ ହଜାର କୋଟି ଟଙ୍କାର ସମ୍ପତ୍ତି ସହିତ ଦ୍ୱିତୀୟ ସ୍ଥ ...

ଏକ ନଜରରେ ଖବର